Deuteronomy 9:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ କହିଲେ, 'ଉଠ' ଏସ୍ଥାନରକ୍ସ୍ଟ ଶୀଘ୍ର ତଳକକ୍ସ୍ଟ ୟାଅ, କାରଣ ତୁମ୍ଭେ ଯେଉଁ ଲୋକମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଅଛ। ତୁମ୍ଭର ଲୋକମାନେ ସହେି ନିଜକକ୍ସ୍ଟ ଦକ୍ସ୍ଟର୍ନୀତି ଗ୍ରସ୍ଥ କରିଅଛନ୍ତି। ମୁ ସମାନଙ୍କେୁ ଯେଉଁ ପଥ ନିର୍ଦ୍ଦେଶ ଦଇେଥିଲି ତହିଁରକ୍ସ୍ଟ ସମାନେେ ଶୀଘ୍ର ବିମକ୍ସ୍ଟଖ ହେଲେ। ସମାନେେ ସମାନଙ୍କେ ନିମନ୍ତେ ଏକ ସ୍ବର୍ଣ୍ଣ ପ୍ରତିମା ନିର୍ମାଣ କରିଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ମୋତେ କହିଲେ, ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ; କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ କହିଲେ, ‘ଉଠ, ଏସ୍ଥାନରୁ ଶୀଘ୍ର ତଳକୁ ଯାଅ, କାରଣ ତୁମ୍ଭେ ଯେଉଁ ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଅଛ। ତୁମ୍ଭର ସେହି ଲୋକମାନେ ନିଜକୁ ଦୁର୍ନୀତିଗ୍ରସ୍ତ କରିଅଛନ୍ତି। ମୁଁ ସେମାନଙ୍କୁ ଯେଉଁ ପଥ ନିର୍ଦ୍ଦେଶ ଦେଇଥିଲି ତହିଁରୁ ସେମାନେ ଶୀଘ୍ର ବିମୁଖ ହେଲେ। ସେମାନେ ସେମାନଙ୍କ ନିମନ୍ତେ ଏକ ସ୍ୱର୍ଣ୍ଣ ପ୍ରତିମା ନିର୍ମାଣ କରିଅଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)