Deuteronomy 9:14 — Compare Translations
5 translations compared side by side
Odia - 1840
"ଆମ୍ଭକକ୍ସ୍ଟ ଛାଡି ଦିଅ, ତହିଁରେ ଆମ୍ଭେ ସମାନଙ୍କେୁ ସଐୂର୍ଣ୍ଣ ଭାବେ ଧ୍ବଂସ କରିବା ଓ ଆକାଶ ମଣ୍ତଳ ତଳକ୍ସ୍ଟ ସମାନଙ୍କେ ନାମ ଲୋପ କରିବା। ମାତ୍ର ଆମ୍ଭେ ତକ୍ସ୍ଟମ୍ଭଠାରକ୍ସ୍ଟ ସମାନଙ୍କେ ଅପେକ୍ଷା ଅଧିକା ବଳବତୀ ଓ ଏକ ମହାନ ଗୋ୍ଠି ଉତ୍ପନ୍ନ କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ମହତୀ ଏକ ଗୋଷ୍ଠୀ ଉତ୍ପନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭକୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିବା ଓ ଆକାଶ ମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା। ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ୍ ଗୋଷ୍ଠୀ ଉତ୍ପନ୍ନ କରିବା।