Deuteronomy 9:15 — Compare Translations
5 translations compared side by side
Odia - 1840
"ତହିଁରେ ମୁ ଫରେି ପର୍ବତ ତଳକକ୍ସ୍ଟ ଆସିଲି, ଆଉ ପର୍ବତ ଅଗ୍ନି ରେ ଜଳକ୍ସ୍ଟଥିଲା। ଆଉ ନିଯମର ସହେି ଦକ୍ସ୍ଟଇ ପ୍ରସ୍ତର ଫଳ ମାରେ ଦକ୍ସ୍ଟଇ ହସ୍ତ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ଵଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୁବର୍ଣ୍ଣ ବାଛୁରି “ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜଳୁଥିଲା। ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳ ମୋର ଦୁଇ ହସ୍ତରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।