Deuteronomy 9:16 — Compare Translations
5 translations compared side by side
Odia - 1840
"ଆଉ ମୁ ଦେଖିବାକକ୍ସ୍ଟ ପାଇଲି ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପ୍ରତିକୂଳ ରେ ପାପ କରିଅଛ। ତୁମ୍ଭମାନେେ ଆପଣାମାନଙ୍କ ନିମନ୍ତେ ଛାଞ୍ଚ ରେ ଢଳା ଏକ ବାଛକ୍ସ୍ଟରୀ ନିର୍ମାଣ କରିଅଛ। ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷଯ ରେ ଆଜ୍ଞା ଦଇେଥିଲେ, ତୁମ୍ଭମାନେେ ଶୀଘ୍ର ତହିଁରକ୍ସ୍ଟ ବିମକ୍ସ୍ଟଖ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳରେ ପାପ କରିଅଛ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ଦେଖିବାକୁ ପାଇଲି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଅଛ। ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଅଛ। ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
Odia IRV 2017 (ଓଡିଆ ବାଇବେଲ)