Deuteronomy 9:17 — Compare Translations
5 translations compared side by side
Odia - 1840
"ତେଣୁ ମୁ ସହେି ପ୍ରସ୍ତରଫଳକ ଦ୍ବଯକକ୍ସ୍ଟ ତଳେ ଫିଗିଂ ଦଲେି ଏବଂ ତାହା ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଭାଙ୍ଗିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ପକାଇ ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ସେହି ପ୍ରସ୍ତରଫଳକ ଦ୍ୱୟକୁ ତଳେ ଫିଙ୍ଗି ଦେଲି ଏବଂ ତାହା ତୁମ୍ଭମାନଙ୍କ ସମ୍ମୁଖରେ ଭାଙ୍ଗିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।