Deuteronomy 9:19 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଯେଉଁ କୋରଧ କଲେ, ସହେି କୋପ ଓ ପ୍ରଚଣ୍ତତା ଆଗ ରେ ମୁ ଭୟ କଲି, ମାତ୍ର ସଦାପ୍ରଭୁ ସେଥି ରେ ମଧ୍ଯ ମାରେ କଥା ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ତତା ଆଗରେ ମୁଁ ଭୀତ ହେଲି । ମାତ୍ର ସଦାପ୍ରଭୁ ସେଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ତତା ଆଗରେ ମୁଁ ଭୟ କଲି, ମାତ୍ର ସଦାପ୍ରଭୁ ସେଥିରେ ମଧ୍ୟ ମୋର କଥା ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋ’ ପ୍ରତି କର୍ଣ୍ଣପାତ କଲେ।