Deuteronomy 9:2 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ଅନାକୀଯମାନଙ୍କ ସନ୍ତାନ ବଳବାନ ଓ ଦୀର୍ଘକାଯ ତୁମ୍ଭେ ସମାନଙ୍କେୁ ଜାଣିଅଛ, ପକ୍ସ୍ଟଣି ସମାନଙ୍କେ ବିଷଯ ରେ ଏହା କକ୍ସ୍ଟହାୟିବାରକ୍ସ୍ଟ ଏହା ଶକ୍ସ୍ଟଣିଅଛ। ଯେ, ' ସମାନଙ୍କେ ସମ୍ମକ୍ସ୍ଟଖ ରେ କହେି ଛିଡା ହବୋକକ୍ସ୍ଟ ସାହାସ କରନ୍ତି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଦୀର୍ଘକାୟ, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ ବଳବାନ ଓ ଦୀର୍ଘକାୟ ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାରୁ ଏହା ଶୁଣିଅଛ। ଯେ, ‘ସେମାନଙ୍କ ସମ୍ମୁଖରେ କେହି ଛିଡ଼ା ହେବାକୁ ସାହସ କରନ୍ତି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”
Odia IRV 2017 (ଓଡିଆ ବାଇବେଲ)
ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?