Deuteronomy 9:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହାରୋଣଙ୍କକ୍ସ୍ଟ ବିନାଶ କରିବାପାଇଁ ଅତିଶଯ କୋପ କଲେ, ମୁ ସେ ସମୟରେ ମଧ୍ଯ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ, ମୁଁ ସେ ସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।