Deuteronomy 9:22 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ତବିଯରୋ ରେ ଓ ମଃସା ରେ ଓ କିବ୍ରୋତ୍ହତ୍ତାବା ରେ ସଦାପ୍ରଭୁଙ୍କୁ କୋରଧ କରାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ତବିୟେରାରେ ଓ ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲକୁ କ୍ଷମା କରିବା ପାଇଁ ମୋଶା ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ “ତୁମ୍ଭେମାନେ ତବିୟେରାରେ ଓ ମଃସାରେ ଓ କିବ୍ରୋ‌‌‌ତ୍‌‌‌ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୋଧ କରାଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।