Deuteronomy 9:23 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣଯଠାେରକ୍ସ୍ଟ ତୁମ୍ଭମାନଙ୍କୁ ପଠାଇ କହିଲେ, 'ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦଇେଅଛୁ, ତୁମ୍ଭମାନେେ ଉଠିୟାଇ ଅଧିକାର କର।' ସେ ସମୟରେ ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଆଜ୍ଞା ରେ ବିଦ୍ରୋହାଚାରୀ ହେଲ ଓ ତୁମ୍ଭମାନେେ ତାହାଙ୍କକ୍ସ୍ଟ ବିଶ୍ବାସ କଲନାହିଁ, କିଅବା ତାହାଙ୍କ କଥା ଶକ୍ସ୍ଟଣିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସଦାପ୍ରଭୁ ଯେସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ଵାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ‘ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ଅଧିକାର କର।’ ସେ ସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାରେ ବିଦ୍ରୋହାଗ୍ଭରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ କଥା ଶୁଣିଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”