Deuteronomy 9:25 — Compare Translations
5 translations compared side by side
Odia - 1840
"ଏହିପରି ମୁ ମକ୍ସ୍ଟହଁ ମାଡି ଚାଳିଶ ଦିନ ଚାଳିଶରାତି ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପଡି ରହିଲି। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହିପରି ମୁଁ, ମୁହଁ ମାଡ଼ି ଗ୍ଭଳିଶ୍ ଦିନ ଗ୍ଭଳିଶ୍ ରାତି ସଦାପ୍ରଭୁଙ୍କ ସମ୍ମୁଖରେ ପଡ଼ି ରହିଲି। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।