Deuteronomy 9:26 — Compare Translations
5 translations compared side by side
Odia - 1840
"ମୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ହେ ପ୍ରଭକ୍ସ୍ଟ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କକ୍ସ୍ଟ ଓ ଆପଣା ଅଧିକାର କକ୍ସ୍ଟ ବିନାଶ କରନାହିଁ। ତୁମ୍ଭେ ଆପଣା ମହିମା ରେ ସମାନଙ୍କେୁ ମକ୍ସ୍ଟକ୍ତ କରିଅଛ, ତୁମ୍ଭେ ସମାନଙ୍କେୁ ବଳବାନ୍ ହସ୍ତଦ୍ବାରା ମିଶରରକ୍ସ୍ଟ ବାହାର କରି ଆଣିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ଵାରା ମିସରରୁ ବାହାର କରି ଆଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ‘ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ। ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ୍ ହସ୍ତଦ୍ୱାରା ମିଶରରୁ ବାହାର କରି ଆଣିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।