Deuteronomy 9:27 — Compare Translations

5 translations compared side by side

Odia - 1840
"ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର। ଏହି ଲୋକମାନଙ୍କର ଅବାଧ୍ଯତା ପ୍ରତି କି ସମାନଙ୍କେ ଦକ୍ସ୍ଟଷ୍ଟତା ପ୍ରତି କିଅବା ସମାନଙ୍କେର ପାପ ପ୍ରତି ଦୃଷ୍ଟି ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମ, ଇସ୍‍ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବ ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର। ଏହି ଲୋକମାନଙ୍କର ଅବାଧ୍ୟତା ପ୍ରତି କି ସେମାନଙ୍କ ଦୁଷ୍ଟତା ପ୍ରତି କିଅବା ସେମାନଙ୍କର ପାପ ପ୍ରତି ଦୃଷ୍ଟି ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମ, ଇସ୍‌ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମ, ଇସ୍‍ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।