Deuteronomy 9:28 — Compare Translations
5 translations compared side by side
Odia - 1840
"ସହେି ଦେଶ, ଯେଉଁ ଦେଶରକ୍ସ୍ଟ ତୁମ୍ଭେ ସମାନଙ୍କେୁ ବାହାର କରି ଆଣିଛ ତକ୍ସ୍ଟମ୍ଭ ବିଷଯ ରେ କହିବା ସମାନେେ କହିବେ, 'ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦବୋକକ୍ସ୍ଟ ପ୍ରତିଜ୍ଞା କରିଥିଲେ, ସଠାେକକ୍ସ୍ଟ ସମାନଙ୍କେୁ ନଇୟିବୋକକ୍ସ୍ଟ ସମର୍ଥ ହେଲେ ନାହିଁ ଏବଂ ସେ ସମାନଙ୍କେୁ ଯେ ହତେକ୍ସ୍ଟ ଘୃଣା କଲେ। ତେଣୁ ସେ ଏହି ପ୍ରାନ୍ତର ରେ ସମାନଙ୍କେୁ ହତ୍ଯା କରିବାକୁ ବାହାର କରି ଆଣିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେ ଦେଶ ଲୋକେ କହିବେ, ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇ ଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦେଶ, ଯେଉଁ ଦେଶରୁ ତୁମ୍ଭେ ସେମାନଙ୍କୁ ବାହାର କରି ଆଣିଛ ତୁମ୍ଭ ବିଷୟରେ କହିବ। ସେମାନେ କହିବେ, “ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯିବାକୁ ସମର୍ଥ ହେଲେ ନାହିଁ ଏବଂ ସେ ସେମାନଙ୍କୁ ଯେହେତୁ ଘୃଣା କଲେ। ତେଣୁ ସେ ଏହି ପ୍ରାନ୍ତରରେ ସେମାନଙ୍କୁ ହତ୍ୟା କରିବାକୁ ବାହାର କରି ଆଣିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇ ଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।