Deuteronomy 9:29 — Compare Translations
5 translations compared side by side
Odia - 1840
"ତଥାପି ସମାନେେ ତ ତୁମ୍ଭମାନଙ୍କର ଲୋକ ଅଟନ୍ତି ଓ ତୁମ୍ଭର ଅଧିକାର ସମାନଙ୍କେ ଉପରେ ଅଛି। ତୁମ୍ଭେ ସମାନଙ୍କେୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହକ୍ସ୍ଟଦ୍ବାରା ବାହାର କରି ଆଣିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ଵାରା ବାହାର କରି ଆଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ସେମାନେ ତ ତୁମ୍ଭମାନଙ୍କର ଲୋକ ଅଟନ୍ତି ଓ ତୁମ୍ଭର ଅଧିକାର ସେମାନଙ୍କ ଉପରେ ଅଛି। ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁଦ୍ୱାରା ବାହାର କରି ଆଣିଅଛ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।