Deuteronomy 9:3 — Compare Translations
5 translations compared side by side
Odia - 1840
"ଏଣୁ ଆଜି ଏହା ଜ୍ଞାତ ହକ୍ସ୍ଟଅ, ଯେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସ୍ବଯଂ ଗ୍ରାସକାରୀ ଅଗ୍ନିସକ୍ସ୍ଟରୂପ ହାଇେ ତକ୍ସ୍ଟମ୍ଭ ଆଗେ ଆଗେ ଗମନ କରୁଅଛନ୍ତି। ସମାନଙ୍କେୁ ସଂହାର କରିବେ ଓ ସମାନଙ୍କେୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ନତ କରିବେ। ତହିଁରେ ତକ୍ସ୍ଟମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ତୁମ୍ଭେ ସମାନଙ୍କେୁ ତଡି ଦବେ ଓ ସମାନଙ୍କେୁ ଶିଘ୍ର ବିନାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵୟଂ ଗ୍ରାସକାରୀ ଅଗ୍ନି ସ୍ଵରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆଜି ଏହା ଜ୍ଞାତ ହୁଅ, ଯେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନିସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି। ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରେ ନତ କରିବେ। ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
Odia IRV 2017 (ଓଡିଆ ବାଇବେଲ)