Deuteronomy 9:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦଲୋପରେ ତୁମ୍ଭେ ଏପରି କକ୍ସ୍ଟହନାହିଁ ଯେ, 'ଆମ୍ଭମାନଙ୍କର ଧାର୍ମୀକତା ୟୋଗକ୍ସ୍ଟଁ ସଦାପ୍ରଭୁ ଆମ୍ଭକକ୍ସ୍ଟ ଏହି ଦେଶ ଅଧିକାର କରିବା ପାଇଁ ଏପରି କହିଛନ୍ତି।' ଯେ ହତେକ୍ସ୍ଟ ସହେି ଗୋଷ୍ଠୀଯ ଲୋକମାନଙ୍କ ଦକ୍ସ୍ଟଷ୍ଟତା ସକାଶକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି; ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲାପରେ ତୁମ୍ଭେ ଏପରି କୁହ ନାହିଁ ଯେ, ‘ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରିବା ପାଇଁ ଏପରି କହିଛନ୍ତି।’ ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି; ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Recommended Reading