Deuteronomy 9:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ଧାର୍ମୀକତା ଅବା ହୃଦଯର ସରଳତା ହତେକ୍ସ୍ଟରକ୍ସ୍ଟ ସମାନଙ୍କେ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନକ୍ସ୍ଟ ହେଁ, ମାତ୍ର ଏହି ଗୋଷ୍ଠୀଯ ଲୋକମାନଙ୍କ ଦୃଷ୍ଟତାପାଇଁ ଆଉ ତୁମ୍ଭମାନଙ୍କର ପୁର୍ବପୁରୁଷ ଅବ୍ରହାମଙ୍କକ୍ସ୍ଟ, ଇସହାକ୍ ଓ ୟାକକ୍ସ୍ଟବଙ୍କକ୍ସ୍ଟ ଶପଥପୂର୍ବକ ଯେଉଁ ବାକ୍ଯ କହିଥିଲେ, ତାହା ସଫଳ କରିବାପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ସମ୍ମକ୍ସ୍ଟଖରକ୍ସ୍ଟ ସମାନଙ୍କେୁ ତଡି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ; ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ, ମାତ୍ର ଏହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ପାଇଁ ଆଉ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।