Deuteronomy 9:7 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଏହି ପ୍ରାନ୍ତର ମଧିଅରେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ କିପରି କୋରଧ କରାଇ ଅଛ ତାହା ସ୍ମରଣ କର। ତୁମ୍ଭମାନେେ ତାହା ପାଶୋରି ୟାଅ ନାହିଁ। ତୁମ୍ଭେ ମିଶର ଦେଶରକ୍ସ୍ଟ ବାହାର ହବୋ ଦିନଠାରକ୍ସ୍ଟ ଏହି ସ୍ଥାନକକ୍ସ୍ଟ ଆସିବା ପର୍ୟ୍ଯନ୍ତ ତୁମ୍ଭମାନେେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର କ୍ରୋଧକୁ ସ୍ମରଣ କର “ତୁମ୍ଭେମାନେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୋଧ କରାଇ ଅଛ ତାହା ସ୍ମରଣ କର। ତୁମ୍ଭେମାନେ ତାହା ପାଶୋରି ଯାଅ ନାହିଁ। ତୁମ୍ଭେ ମିଶର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଗ୍ଭରୀ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)