Ecclesiastes 1:10 — Compare Translations

5 translations compared side by side

Odia - 1840
"ଜଣେ ଲୋକ କ ହେ, ଦେଖ, ଏହା ନୂଆ। କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ କହେ, “ଦେଖ, ଏହା ନୂଆ।” କିନ୍ତୁ ଏହି ବସ୍ତୁ ପୂର୍ବରୁ ରହି ଆସିଛି। ଆମ୍ଭମାନଙ୍କ ପୂର୍ବରୁ ଏହା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।