Ecclesiastes 1:11 — Compare Translations
5 translations compared side by side
Odia - 1840
"ପୂର୍ବକାଳିନ ଲୋକମାନଙ୍କ ବିଷଯ ରେ କିଛି ସ୍ମରଣ ନ ଥାଏ, କିଅବା ଭବିଷ୍ଯତକାଳ ରେ ଯେଉଁମାନେ ଉତ୍ପନ୍ନ ହବେେ ସମାନଙ୍କେ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ଯତ ଲୋକମାନଙ୍କ ମଧିଅରେ ନ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ, କିଅବା ଭବିଷ୍ୟତକାଳରେ ଯେଉଁମାନେ ଉତ୍ପନ୍ନ ହେବେ ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।”