Ecclesiastes 1:14 — Compare Translations
5 translations compared side by side
Odia - 1840
"ସୂର୍ୟ୍ଯ ତଳେ ଘଟୁଥିବା ସମସ୍ତ କାର୍ୟ୍ଯ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ ସବୁ ଅସାର, ପବନକୁ ଧରିବା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
Odia IRV 2017 (ଓଡିଆ ବାଇବେଲ)
ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।