Ecclesiastes 1:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏସବୁ ପରିବର୍ତ୍ତନ କରିପାରିବ ନାହିଁ। ଯାହା ବଙ୍କା ତାହା ସଳଖ କରାୟାଇ ନ ପା ରେ। ଯାହା ସଠାେ ରେ ନାହିଁ ତୁମ୍ଭମାନେେ ତାହା ଗଣିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏସବୁ ପରିବର୍ତ୍ତନ କରି ପାରିବ ନାହିଁ। ଯାହା ବଙ୍କା ତାହା ସଳଖ କରାଯାଇ ନ ପାରେ। ଯାହା ସେଠାରେ ନାହିଁ ତୁମ୍ଭେମାନେ ତାହା ଗଣି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।