Ecclesiastes 1:16 — Compare Translations

5 translations compared side by side

Odia - 1840
"ମୁଁ ନିଜକୁ ନିଜେ କ ହେ, ମୁଁ ବଡ଼ ଜ୍ଞାନୀ ୟିରୁଶାଲମ ରେ ମାେ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସମାନଙ୍କେଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହାଇେଅଛି। ମାରେ ହୃଦଯ ଜ୍ଞାନ ଓ ବିଦ୍ଯା ରେ ମହାନୁଭବୀ ହାଇେଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାଅନୁଭବୀ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଜକୁ ନିଜେ କହେ, “ମୁଁ ବଡ଼ ଜ୍ଞାନୀ ଯିରୁଶାଲମରେ ମୋ’ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସେମାନଙ୍କଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି। ମୋର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାନୁଭବୀ ହୋଇଅଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋ’ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”