Ecclesiastes 1:17 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷଯ ରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନଲେି। ଏବଂ ଏହାହିଁ ପବନର ପଶ୍ଚାତ୍ଧାବନ ବୋଲି ମୁଁ ଜାଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଓ ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷୟରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନେଲି। ଏବଂ ଏହା ହିଁ ପବନର ପଶ୍ଚାତ୍ଧାବନ ବୋଲି ମୁଁ ଜାଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।