Ecclesiastes 1:18 — Compare Translations
5 translations compared side by side
Odia - 1840
"ବହୁତ ଜ୍ଞାନ ରେ ବହୁତ କ୍ଲେଶ ଥାଏ। ଯେ ବିଦ୍ଯା ବୃଦ୍ଧି କରେ ସେ ଦୁଃଖ ବୃଦ୍ଧି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ। ଯେ ବିଦ୍ୟା ବୃଦ୍ଧି କରେ ସେ ଦୁଃଖ ବୃଦ୍ଧି କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।