Ecclesiastes 1:2 — Compare Translations
5 translations compared side by side
Odia - 1840
"ସମସ୍ତ ମୂଲ୍ଯହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ଯହୀନ, ସମସ୍ତ ମୂଲ୍ଯହୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦେଶକ କହୁଅଛନ୍ତି, ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ମୂଲ୍ୟହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ୟହୀନ, ସମସ୍ତ ମୂଲ୍ୟହୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।”
Odia IRV 2017 (ଓଡିଆ ବାଇବେଲ)
ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।