Ecclesiastes 1:4 — Compare Translations

5 translations compared side by side

Odia - 1840
"ଲୋକମାନେ ମରୁଛନ୍ତି ଏବଂ ନୂତନ ଲୋକମାନେ ଜନ୍ମ ନେଉଛନ୍ତି। କିନ୍ତୁ ପୃଥିବୀ ଚିରକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ପୁରୁଷ ବହିଯାଏ ଓ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଚିରକାଳସ୍ଥାୟୀ ଲୋକମାନେ ମରୁଛନ୍ତି ଏବଂ ନୂତନ ଲୋକମାନେ ଜନ୍ମ ନେଉଛନ୍ତି। କିନ୍ତୁ ପୃଥିବୀ ଚିରକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।