Ecclesiastes 1:5 — Compare Translations
5 translations compared side by side
Odia - 1840
"ସୂର୍ୟ୍ଯ ଉଦଯ ହୁଅନ୍ତି, ସୂର୍ୟ୍ଯ ଅସ୍ତ ୟାନ୍ତି। ପୁଣି ଆପଣା ଉଦଯ ସ୍ଥାନକୁ ୟିବା ପାଇଁ ସତ୍ବର ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ଵର ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ଉଦୟ ହୁଅନ୍ତି, ସୂର୍ଯ୍ୟ ଅସ୍ତ ଯା’ନ୍ତି। ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।