Ecclesiastes 1:6 — Compare Translations

5 translations compared side by side

Odia - 1840
"ପବନ ଦକ୍ଷିଣ ଦିଗକୁ ବ ହେ, ପବନ ଉତ୍ତର ଦିଗକୁ ବ ହେ। ପବନ ନିଜ ପଥରେ ଘୁ ରେ ଓ ପବନ ଆପଣା ଚକ୍ରକୁ ପୁନର୍ବାର ଫେ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ ।
Odia Bible ERV 2004 (ପବିତ୍ର ବାଇବଲ)
ପବନ ଦକ୍ଷିଣ ଦିଗକୁ ବହେ, ପବନ ଉତ୍ତର ଦିଗକୁ ବହେ। ପବନ ନିଜ ପଥରେ ଘୁରେ ଓ ପବନ ଆପଣା ଚକ୍ରକୁ ପୁନର୍ବାର ଫେରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
Odia IRV 2017 (ଓଡିଆ ବାଇବେଲ)
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।