Ecclesiastes 1:7 — Compare Translations

5 translations compared side by side

Odia - 1840
"ନଦୀ ସବୁ ସମୁଦ୍ରକୁ ବହିୟାନ୍ତି। ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ। ନଦୀସବୁ ନିଜ ନିଜ ଗମନ ସ୍ଥାନକୁ ପୁନର୍ବାର ଗମନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନଦୀ ସବୁ ସମୁଦ୍ରକୁ ବହିଯା’ନ୍ତି। ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ। ନଦୀସବୁ ନିଜ ନିଜ ଗମନ ସ୍ଥାନକୁ ପୁନର୍ବାର ଗମନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।