Ecclesiastes 1:8 — Compare Translations

5 translations compared side by side

Odia - 1840
"ସମଗ୍ର ବିଷଯ କ୍ଲାନ୍ତିପୂର୍ଣ୍ଣ ମନୁଷ୍ଯ ତାହା ବର୍ଣ୍ଣନା କରିପା ରେ ନାହିଁ। ତେଣୁ ଦର୍ଶନ ରେ ତୃପ୍ତ ନୁହେଁ କିଅବା କର୍ଣ୍ଣ ଶ୍ରବଣ ରେ ତୃପ୍ତି ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ। ତେଣୁ ଦର୍ଶନରେ ତୃପ୍ତ ନୁହେଁ କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।