Ecclesiastes 1:9 — Compare Translations

5 translations compared side by side

Odia - 1840
"ଯାହା ହାଇେଅଛି, ତାହାହିଁ ହବେ ଓ ଯାହା କରାୟାଇ ଅଛି, ତାହା ହିଁ କରାୟିବ। ସୂର୍ୟ୍ଯ ତଳେ କୌଣସି ବିଷଯ ନୂତନ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି କଥା ନୂଆ ନୁହେଁ ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇ ଅଛି, ତାହା ହିଁ କରାଯିବ। ସୂର୍ଯ୍ୟ ତଳେ କୌଣସି ବିଷୟ ନୂତନ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।