Ecclesiastes 10:1 — Compare Translations

5 translations compared side by side

Odia - 1840
"କିଛି ମଲାମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରିପକାଏ। ଠିକ୍ ସପରେି ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ମଲାମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରିପକାଏ। ଠିକ୍ ସେପରି ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।
Odia IRV 2017 (ଓଡିଆ ବାଇବେଲ)
ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।