Ecclesiastes 10:11 — Compare Translations
5 translations compared side by side
Odia - 1840
"ସର୍ପ ମନ୍ତ୍ର ମୁଗ୍ଧ ହବୋ ପୂର୍ବରୁ କାମୁଡ଼ିଲେ, ସାପ କଳୋର କୌଶଳ ଅନାବଶ୍ଯକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ପ ମନ୍ତ୍ର ମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ, ସାପ କେଳାର କୌଶଳ ଅନାବଶ୍ୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।