Ecclesiastes 10:12 — Compare Translations

5 translations compared side by side

Odia - 1840
"ଜ୍ଞାନୀର କଥା ତା ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀର କଥା ତା’ ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।