Ecclesiastes 10:13 — Compare Translations
5 translations compared side by side
Odia - 1840
"ତାହାର ମୁଖର ବାକ୍ଯାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶଷେ ମନ୍ଦ ପାଗଳାମୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ଉନ୍ମତ୍ତତା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ମନ୍ଦ ପାଗଳାମୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
Odia IRV 2017 (ଓଡିଆ ବାଇବେଲ)
ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।