Ecclesiastes 10:15 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ମୂର୍ଖର ପରିଶ୍ରମ ତାହାକୁ କ୍ଲାନ୍ତ କରେ, କାରଣ କିପରି ନଗରକୁ ୟିବାକୁ ହୁଏ ତାହା ସେ ଜାଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳା; କରେ, କାରଣ କିରୂପେ ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାକୁ ହୁଏ ତାହା ସେ ଜାଣେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।