Ecclesiastes 10:16 — Compare Translations

5 translations compared side by side

Odia - 1840
"ହେ ଦେଖ, ତୁମ୍ଭର ରାଜା ଯବେେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣଙ୍କ ପ୍ରଭାତ ରେ ଭୋଜନ କରନ୍ତି। ତବେେ ଏହା ତୁମ୍ଭ ପ୍ରତି ବହୁତ ଖରାପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
କର୍ମର ମୂଲ୍ୟ ହେ ଦେଖ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣଙ୍କ ପ୍ରଭାତରେ ଭୋଜନ କରନ୍ତି। ତେବେ ଏହା ତୁମ୍ଭ ପ୍ରତି ବହୁତ ଖରାପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
Odia IRV 2017 (ଓଡିଆ ବାଇବେଲ)
ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।