Ecclesiastes 10:17 — Compare Translations

5 translations compared side by side

Odia - 1840
"ହେ ଦେଶ ଯଦି ତୁମ୍ଭର ରାଜା କୁଳୀନ ପରିବାରରୁ ଆସନ୍ତି ଓ ତୁମ୍ଭର ଅଧିପତିଗଣ ଯବେେ ମତ୍ତତା ନିମନ୍ତେ ନୁହେଁ ମାତ୍ର ବଳ ନିମନ୍ତେ ପାନ କରନ୍ତି ଓ ଉପୟୁକ୍ତ ସମୟରେ ଭୋଜନ କରନ୍ତି, ତବେେ ତୁମ୍ଭେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
Odia Bible ERV 2004 (ପବିତ୍ର ବାଇବଲ)
ହେ ଦେଶ, ଯଦି ତୁମ୍ଭର ରାଜା କୁଳୀନ ପରିବାରରୁ ଆସନ୍ତି ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ ମାତ୍ର ବଳ ନିମନ୍ତେ ପାନ କରନ୍ତି ଓ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
Odia IRV 2017 (ଓଡିଆ ବାଇବେଲ)
ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!