Ecclesiastes 10:18 — Compare Translations
5 translations compared side by side
Odia - 1840
"ଆଳସ୍ଯ ଛାତକୁ ଭୁଷୁଡ଼ାଇ ଦିଏ, ପୁଣି ଗୃହ ରେ ଛିଦ୍ର ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଳସ୍ୟ ଛାତକୁ ଭୁଷୁଡ଼ାଇ ଦିଏ, ପୁଣି ଗୃହରେ ଛିଦ୍ର ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।
Odia IRV 2017 (ଓଡିଆ ବାଇବେଲ)
ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।