Ecclesiastes 10:19 — Compare Translations
5 translations compared side by side
Odia - 1840
"ଖୁସି ନିମନ୍ତେ ଖାଦ୍ୟ ପ୍ରସ୍ତୁତ ହୁଏ। ପୁଣି ଦ୍ରାକ୍ଷାରସ ମନ ଆନନ୍ଦିତ କରେ, ଧନ ସବୁ କାର୍ୟ୍ଯ ରେ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ ।
Odia Bible ERV 2004 (ପବିତ୍ର ବାଇବଲ)
ଖୁସୀ ନିମନ୍ତେ ଖାଦ୍ୟ ପ୍ରସ୍ତୁତ ହୁଏ। ପୁଣି ଦ୍ରାକ୍ଷାରସ ମନ ଆନନ୍ଦିତ କରେ, ଧନ ସବୁ କାର୍ଯ୍ୟରେ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।
Odia IRV 2017 (ଓଡିଆ ବାଇବେଲ)
ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ।