Ecclesiastes 10:20 — Compare Translations

5 translations compared side by side

Odia - 1840
"ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ଯ ଦିଅ ନାହିଁ। ଆଉ ଧନୀକୁ ଆପଣା ଶଯନ ଗୃହ ରେ ଅଭିଶାପ ଦିଅ ନାହିଁ। କାରଣ ଏକ େଛାଟ ପକ୍ଷୀ ସହେି ବାର୍ତ୍ତା ନଇୟିବେ ଓ ସେ କଥା ଉତ୍ତର ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାକୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ ଆଉ, ଧନୀକି ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ନିରର୍ଥକ ଗଳ୍ପାକାର ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ୟ ଦିଅ ନାହିଁ। ଆଉ ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ। କାରଣ ଏକ ଛୋଟ ପକ୍ଷୀ ସେହି ବାର୍ତ୍ତା ନେଇଯିବ ଓ ସେ କଥା ଉତ୍ତର ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନିଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।
Odia IRV 2017 (ଓଡିଆ ବାଇବେଲ)
ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।