Ecclesiastes 10:3 — Compare Translations

5 translations compared side by side

Odia - 1840
"ମୁର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦଖାୟୋଏ। ପୁଣି ସେ ପ୍ରେତ୍ୟକକକୁ କ ହେ ଯେ ସେ ମୂର୍ଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ ।
Odia Bible ERV 2004 (ପବିତ୍ର ବାଇବଲ)
ମୁର୍ଖ ପଥରେ ଗମନ କଲାବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ। ପୁଣି ସେ ପ୍ରତ୍ୟେକକୁ କହେ ଯେ ସେ ମୂର୍ଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।