Ecclesiastes 10:4 — Compare Translations

5 translations compared side by side

Odia - 1840
"କାରଣ ଜଣେ ଶାସକ ତୁମ୍ଭ ଉପ ରେ ରାଗିଛନ୍ତି, ସେଥିପାଇଁ ପଳାଇୟାଅ ନାହିଁ। ଏକ ଶାନ୍ତି ଆତ୍ମା ମହାଭୁଲ୍କୁ ମଧ୍ଯ ଅତିକ୍ରମ କରିପା ରେ। କାରଣ ଅଧିନତା ସ୍ବୀକାର ଦ୍ବାରା ମହା ଅନିଷ୍ଟ କ୍ଷାନ୍ତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ଵୀକାର ଦ୍ଵାରା ମହା ମହା ଅନିଷ୍ଟ କ୍ଷା; ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଜଣେ ଶାସକ ତୁମ୍ଭ ଉପରେ ରାଗିଛନ୍ତି, ସେଥିପାଇଁ ପଳାଇଯାଅ ନାହିଁ। ଏକ ଶାନ୍ତି ଆତ୍ମା ମହାଭୁ‌‌ଲ୍‌‌କୁ ମଧ୍ୟ ଅତିକ୍ରମ କରିପାରେ। କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ଅନିଷ୍ଟ କ୍ଷାନ୍ତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।