Ecclesiastes 10:6 — Compare Translations
5 translations compared side by side
Odia - 1840
"ମୂର୍ଖମାନଙ୍କୁ ମହତ୍ତ୍ବ ପୂର୍ଣ୍ଣ ସ୍ଥାନ ଦିଆୟାଏ, ଯେତବେେଳେ ଧନୀ ମାନଙ୍କୁ ଗୁରୁତ୍ବହୀନ କାର୍ୟ୍ଯ ଦିଆୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖମାନଙ୍କୁ ମହତ୍ତ୍ୱ ପୂର୍ଣ୍ଣ ସ୍ଥାନ ଦିଆଯାଏ, ଯେତେବେଳେ ଧନୀମାନଙ୍କୁ ଗୁରୁତ୍ୱହୀନ କାର୍ଯ୍ୟ ଦିଆଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖତା ଅତି ଉଚ୍ଚପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।