Ecclesiastes 10:7 — Compare Translations

5 translations compared side by side

Odia - 1840
"ମୁଁ ଦାସମାନଙ୍କୁ ଅଶ୍ବ ଉପ ରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ଯ ପଦଗତି ରେ ଗମନ କରିବାର ଦେଖିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦାସମାନଙ୍କୁ ଅଶ୍ଵ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପଦଗତିରେ ଗମନ କରିବାର ଦେଖିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।