Ecclesiastes 10:8 — Compare Translations

5 translations compared side by side

Odia - 1840
"ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ପ୍ରାଚୀର ଭାଙ୍ଗେ ତାହାକୁ ସର୍ପ କାମୁଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି କାର୍ଯ୍ୟରେ ବିପଦ ଅଛି ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ପ୍ରାଚୀର ଭାଙ୍ଗେ ତାହାକୁ ସର୍ପ କାମୁଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।