Ecclesiastes 10:9 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଏକବଡ଼ ପଥର ଗଡ଼ାଏ, ସେ ତାଦ୍ବାରା ଆଘାତ ପାଇବ। ପୁଣି ଯେ କାଠ ଚି ରେ, ସେ ତାହା ଦ୍ବାରା ଆପଦଗ୍ରସ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ଵାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ଵାରା ଆପଦଗ୍ରସ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଏକବଡ଼ ପଥର ଗଡ଼ାଏ, ସେ ତା’ଦ୍ୱାରା ଆଘାତ ପାଇବ। ପୁଣି ଯେ କାଠ ଚିରେ, ସେ ତାହା ଦ୍ୱାରା ଆପଦଗ୍ରସ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।