Ecclesiastes 11:1 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେଉଁଠାକୁ ୟାଅ, ଉତ୍ତମ କାର୍ୟ୍ଯ କର। କିଛି ସମୟ ପ ରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫରେି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟତକୁ ସାହସିକତାର ସହକାରେ ସମ୍ମୁଖୀନ କର ତୁମ୍ଭେ ଯେଉଁଠାକୁ ଯାଅ, ଉତ୍ତମ କାର୍ଯ୍ୟ କର। କିଛି ସମୟ ପରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫେରି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।